() ଆଉ ୨୪ ଘଣ୍ଟାରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟକୁ ପଶ୍ଚିମ ବଙ୍ଗୋପସାଗରରୁ ପବନ ବୋହୁଥିବାବେଳେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ସେପଟେ ଏବେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହି ଥିବାବେଳେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି । ଅନ୍ୟପଟେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ । ତେବେ ଆସନ୍ତାକାଲିଠୁ ଏନେଇ ବର୍ଷାର ପରିମାଣ ବଢିବ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା