ଆଜିଠୁ ରାଜ୍ୟରେ ବଢିବ ଥଣ୍ଡା । ଆଜି ରାତିଠୁ ପାରଦ ଖସିବା ସହ ଅଧିକ ଶୀତ ଅନୁଭୂତ ହେବ । ରାତିର ତାପମାତ୍ରା ୨ ରୁ ୩ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଗତ ଦୁଇ ଦିନ ହେବ ରାଜ୍ୟରେ ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ହୋଇଥିଲା । ହେଲେ ଏବେ ପୁଣି ଥରେ ଶୀତର ପ୍ରକୋପ ଦେଖିବାକୁ ମିଳିବ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା