ନବକିଶୋର ଦାସଙ୍କୁ ଗୁଳି କରି ହତ୍ୟା ମାମଲା । ଅଭିଯୁକ୍ତ ଗୋପାଳ ଦାସକୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଗୋପାଳକୁ ୪ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚକୁ ଅନୁମତି। ଅଭିଯୁକ୍ତ ଗୋପାଳକୁ ୭ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ ହୋଇଥିଲା । ଅନ୍ୟପଟେ ବଡମାଳ ଥାନାରେ ନବକିଶୋର ଦାସଙ୍କ ଗୁଳିବିଦ୍ଧ କାରକୁ ଯାଞ୍ଚ କରାଯାଉଛି । ନବକିଶୋରଙ୍କ କାର୍ ଯାଞ୍ଚ କରୁଛି ସାଇଣ୍ଟିଫିକ୍ ଟିମ୍ । ଫରେନସିକ୍ ଟିମ୍ ସହ କ୍ରାଇମବ୍ରାଞ୍ଚର ତନାଘନା ଜାରି ରହିଛି।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା