ଜେଲେନସ୍କିଙ୍କୁ ଭେଟିଛନ୍ତି ଇଂଲଣ୍ଡର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକ । ଋଷ-ୟୁକ୍ରେନ ଯୁଦ୍ଧ ଭିତରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲଦାମିର ଜେଲେନସ୍କିଙ୍କୁ ଭେଟିଛନ୍ତି ଇଂଲଣ୍ଡର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକ । ଜେଲେନସ୍କିଙ୍କୁ ଭେଟି ୫୦୦ ନିୟୁତ ପାଉଣ୍ଡର ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି ସୁନକ । ଯାହା ୟୁକ୍ରେନକୁ ଋଷ ସହ ଲଢିବାକୁ ସହାୟକ ହେବ ବୋଲି କୁହାଯାଉଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ