ଆଜି ବିଶ୍ୱର ଜନସଂଖ୍ୟା ୮ ବିଲିୟନ ବା ୮୦୦ କୋଟି ଟପିବ । ଏନେଇ ଜାତିସଂଘ ମହାସିଚବ ଆଣ୍ଟୋନିଓ ଗୁଟେରସ ସୂଚନା ଦେଇଛନ୍ତି । ବାର୍ଷିକ ବିଶ୍ୱ ଜନସଂଖ୍ୟା ରିପୋର୍ଟରେ କୁହାଯାଇଛି ଯେ ଆସନ୍ତା ୨୦୨୩ ସୁଦ୍ଧା ଭାରତ ସର୍ବାଧିକ ଜନବହୁଳ ରାଷ୍ଟ୍ର ଭାବେ ଚୀନକୁ ପଛରେ ପକାଇ ଦେବ । ଅର୍ଥାତ୍ ଜନସଂଖ୍ୟାରେ ଚୀନକୁ ଟପିଯିବ ଭାରତ । ଏହାର କାରଣ ହେଉଛି ଚୀନର ଏକ ସନ୍ତାନ ନୀତି । ଯାହା ୧୯୮୦ରୁ ଲାଗୁ ହୋଇ ୨୦୧୫ରେ ଶେଷ ହୋଇଛି । ହେଲେ ଏଠାରେ ଦମ୍ପତି ଏବେ ମଧ୍ୟ ଗୋଟିଏ ସନ୍ତାନ ଜନ୍ମ ଦେବାକୁ ଚାହୁଁଛନ୍ତି । କିନ୍ତୁ ଚୀନ ସରକାର ସେମାନଙ୍କଠାରୁ ୩ ସନ୍ତାନ ଚାହୁଁଛନ୍ତି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ