ଅକ୍ଟୋବର ୧୬ ତାରିଖରେ ଓସିଏସ ପ୍ରିଲିମ ପରୀକ୍ଷା ଅନୁଷ୍ଠିତ ହେବ । ତେବେ ଏକାସହିତ ୫ଟି ଜୋନରେ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡିଶା ସିଭିଲ ସର୍ଭିସ-୨୦୨୧ର ପ୍ରିଲିମ ପରୀକ୍ଷାର ତାରିଖ ଘୋଷଣା ହୋଇଛି । ଏହି ଦିନ ୨ଟି ସିଟିଂ ପରୀକ୍ଷା ଅନୁଷ୍ଠିତ ହେବ । ସକାଳ ୧୦ଟାରୁ ଦିନ ୧୨ଟା ଯାଏଁ ଜେନେରାଲ ଷ୍ଟଡିଜ ପେପର-୧ ଏବଂ ଦିନ ୧ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ଅନୁଷ୍ଠିତ ହେବ । ଭିନ୍ନକ୍ଷମ ପ୍ରାର୍ଥୀମାନଙ୍କ ପାଇଁ ଅତିରିକ୍ତ ୪୦ ମିନିଟ ସମୟ ମିଳିବ । ରାଜ୍ୟର ୫ଟି ଜୋନରେ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ କରିଛି ରାଜ୍ୟ ଲୋକସେବା ଆୟୋଗ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା