ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରେ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ତେବେ ଗତ ୩ ମାସ ଧରି ବନ୍ଦ ରହିଥିଲା ଭିତରକନିକା । କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ ୧ ତାରିଖରୁ ବନ୍ଦ ରହିଥିଲା ଭିତରକନିକା । କିନ୍ତୁ ଏବେ ଭିତରକନିକା ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି । ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଖୋଲିବ ନେଇ ସୂଚନା ଦେଇଛନ୍ତି ରାଜନଗର ବନ ଖଣ୍ଡ ଅଧିକାରୀ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍