() ଆଜି ଅପରାହ୍ନ ୩ଟାରେ ନିର୍ବାଚନ କମିଶନଙ୍କ ପକ୍ଷରୁ ହେବ ପ୍ରେସମିଟ୍ । ଏହି ପ୍ରେସମିଟରେ ସେ ରାଷ୍ଟ୍ରପତି ନିର୍ବାଚନ ନେଇ କରିବେ ତାରିଖ ଘୋଷଣା । ଆସନ୍ତା ଜୁଲାଇ ୨୪ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ସରୁଥିବାବେଳେ ଦେଶର ୧୫ତମ ରାଷ୍ଟ୍ରପତି କିଏ ହେବେ ତାହାକୁ ନେଇ ଚାଲିଛି ଅଙ୍କକଷା । ଗତ ୨୦୧୭ ମସିହା ଜୁଲାଇ ୧୭ରେ ରାଷ୍ଟ୍ରପତି ନିର୍ବାଚନ ହୋଇଥିବାବେଳେ ଫଳାଫଳ ଜୁଲାଇ ୨୦ରେ ଘୋଷିତ ହୋଇଥିଲା । ସମ୍ବିଧାନର ଧାରା ୬୨ ଅନୁସାରେ ପଦାସୀନ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ସରିବା ପୂର୍ବରୁ ନୂଆ ରାଷ୍ଟ୍ରପତି ଦାୟିତ୍ବ ନେବା ଆବଶ୍ୟକ ।
“The eyes believe themselves, the ears believe other people.”
More Stories
କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ, ଲାଗିଛି ବ୍ୟାପକ ପ୍ରସ୍ତୁତି
କଥା ରଖିଲେ ମୋହନ, ଶ୍ରୀମନ୍ଦିରକୁ 500 କୋଟିର କର୍ପସ ପାଣ୍ଠି ମଞ୍ଜୁର
ସବୁଠୁ ବଡ ସମସ୍ୟା ମହିଳାଙ୍କ ସୁରକ୍ଷା- ସୁପ୍ରିୟା ଶ୍ରୀନେତ