ବଲିଉଡ ଅଭିନେତ୍ରୀ ତଥା ଚଣ୍ଡିଗଡ଼ ସାଂସଦ କିରଣ ଖେର ଅସୁସ୍ଥ । ସେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେ ନିଜ ପୋଷ୍ଟରେ ଲେଖିଛନ୍ତି, ମୋର କୋଭିଡ-୧୯ ଟେଷ୍ଟ ପଜିଟିଭ୍ ହୋଇଛି । ତେଣୁ ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ତୁରନ୍ତ ଟେଷ୍ଟ କରାଇ ନିଅନ୍ତୁ । କିରଣ ଏହି ପୋଷ୍ଟ ଶେଆର କରିବା ପରେ ତାଙ୍କ ପ୍ରଶଂସକ ଏବଂ ଶୁଭେଚ୍ଛୁମାନେ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ