() ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ବାୟୁମଣ୍ଡଳର ଉପରି ଭାଗରେ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ପବନ ପ୍ରବାହ ଯୋଗୁଁ ଆସନ୍ତା ଦୁଇ ଦିନ ଯାଏଁ ନିସ୍ତାର ନାହିଁ । ଏନେଇ ୨୪ ଘଣ୍ଟା ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଝାରସୁଗୁଡ଼ା ଏବଂ କଳାହାଣ୍ଡି ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ସେପଟେ ୧୨ ଓ ୧୩ ତାରିଖ ବେଳକୁ ରାଜ୍ୟରେ ପ୍ରାକ-ମୌସୁମୀ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ଜୁନ ଦ୍ବିତୀୟ ଭାଗରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।https://thetopmost.in/kalas-is-a-good-luck-for-every-work/
https://thetopmost.in/a-feature-about-life-story-of-actress-sayani-gupta/
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ