ଆକ୍ସନ ମୁଡରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ତେବେ ଗତ କିଛି ଦିନ ହେବ ସେ ବିଭିନ୍ନ ଜିଲ୍ଲା ବୁଲି ପାଠପଢା ତଦାରଖ କରିବା ସହ ଛାତ୍ରଛାତ୍ରୀଙ୍କ ସମସ୍ୟା ପଚାରି ବୁଝୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ମନ୍ତ୍ରୀ ଅଚାନକ ବାଲେଶ୍ବର ଗସ୍ତ କରି ବିଭିନ୍ନ ସ୍କୁଲ ବୁଲି ଦେଖିଛନ୍ତି । ତେବେ ସେ ବାଇକରେ ବସି ବିଭିନ୍ନ ସ୍କୁଲ୍ ବୁଲିବା ସହ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଏହାସହ ପାଠପଢା ବିଷୟରେ ବି ତଦାରଖ କରିଥିଲେ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍