ବର୍ଷାରେ ଲାଗିବନି ବ୍ରେକ୍ । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରବଳ କାଚିବା ପରେ ପୁଣି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ୧୨ରେ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଦଶମିକ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୮ ଦଶମିକ ୪ ମିଲିମିଟରର ତୁଳନାରେ ୬୦ପ୍ରତିଶତ କମ୍ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍