କେନ୍ଦ୍ରପଡା ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥାରେ ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ଡଲଫିନ୍ ଗଣନା ଆରମ୍ଭ ହୋଇଛି । ଏହି ଗଣନା ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ଗଣନା । ଧାମରା ମୁହାଁଣ ଠାରୁ ଦେବୀ ମୁହାଁଣ ଯାଏଁ ସମୁଦ୍ର, ଭିତରକନିକା କ୍ରିକ୍ ଓ ନଗୀରେ ଏହି ଗଣନା ହେବ । ବନବିଭାଗର ୯ଟି ଟିମ୍ ଏହି ଗଣନାରେ ନିୟୋଜିତ ହୋଇଛନ୍ତି । ୨୦୧୫ ମସିହାରୁ ଭିତରକନିକାରେ ଡଲଫିନ୍ ଗଣନା କରାଯାଉଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା