ଆଜିଠୁ ଆରମ୍ଭ ଦଶମ ସମ୍ମେଟିଭ-୧ ପରୀକ୍ଷା । ଦିନ ୧୦ଟାରୁ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ପ୍ରଥମ ଦିନରେ ହେବ ଇଂରାଜୀ ପରୀକ୍ଷା । ୨୫ରେ ଗଣିତ ଓ ୨୬ ତାରିଖରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିପରି ୨୭ ତାରିଖରେ ପ୍ରାକ୍ଟିକାଲ, ୨୮ରେ ସାଧାରଣ ବିଜ୍ଞାନ, ୨୯ରେ ସାମାଜିକ ବିଜ୍ଞାନ ଏବଂ ୩୦ ତାରିଖରେ ତୃତୀୟ ଭାଷା ପରୀକ୍ଷା କରାଯିବ । ଚଳିତଥର ପରୀକ୍ଷା ପାଇଁ ମୋଟ ୩ ହାଜର୨୯ଟି ସେଣ୍ଟର କରାଯାଇଛି । ୩୧୬ ନୋଡାଲ ସେଣ୍ଟରେ ପ୍ରଶ୍ନପତ୍ର କଡ଼ା ସୁରକ୍ଷାରେ ରହିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍