ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଏହି ଅଧିବେଶନ ଡିସେମ୍ବର ୧୧ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି । ଅଧିବେସନର ପ୍ରଥମ ଦିନ ତଥା ଆଜି ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଆଗତ କରାଯିବ । ନଭେମ୍ବର ୩୦ ଏବଂ ଡିସେମ୍ବର ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚ ଦାବି ଉପରେ ଆଲୋଚନା କରାଯିବ । ଏବଂ ୨ ତାରିଖେରେ ବ୍ୟୟ ମଞ୍ଜୁରୀ ବିଲ ପାରିତ ହେବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍