ଆଜିଠୁ ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଆରମ୍ଭ । SAMS ଜରିଆରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ତେବେ ଏଥିପାଇଁ ଶେଷ ତାରିଖ ରହିଛି ଜୁଲାଇ ୧୨ । ଜୁଲାଇ ୧୩ ଓ ୧୪ ତାରିଖରେ ଆବେଦନ ଦରଖାସ୍ତରେ ଆବଶ୍ୟକ ସଂଶୋଧନ କରାଯାଇପାରିବ । ଏବଂ ଜୁଲାଇ ୨୦ ତାରିଖରୁ ଆଡମିଟ କାର୍ଡ ପାଇପାରିବେ ଛାତ୍ରଛାତ୍ରା । ଅଗଷ୍ଟ ୧ ତାରିଖରୁ ୧୩ ତାରିଖ ମଧ୍ୟରେ ସବୁ ବିଷୟ ପାଇଁ ପ୍ରବେଶିକା ପରୀକ୍ଷା କରାଯିବ । ଅଗଷ୍ଟ ୨୫ ତାରିଖରେ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ସେହି ମାସ ୩୦ ତାରିଖ ସୁଦ୍ଧା ଚଏସ୍ ଫିଲିଂ ଓ ସେପ୍ଟେମ୍ବର ୫ ତାରିଖରେ ସିଟ୍ ଆଲଟମେଣ୍ଟ କରାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା