() ଆଜିଠୁ ଚିଲିକାରେ ବୁଲିବ ’ଗରୁଡ଼’ । ସକାଳ ୯ଟା ୩୦ରେ ଭର୍ଚୁଆଲରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦଘାଟନ ସମୟରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବନୀ କୁମାର ପାତ୍ର ଉପସ୍ଥିତ ରହିବେ । ଗରୁଡ଼ ବୋଟରେ ଜନ୍ମଦିନ, ରିଙ୍ଗ ସେରିମୋନି, ବିବାହ ବାର୍ଷିକୀ ପାଳନ, ରାତ୍ରିଯାପନ ବ୍ୟବସ୍ଥା ଇତ୍ୟାଦିର ମଜା ନେଇପାରିବେ ପର୍ଯ୍ୟଟକ । ପର୍ଯ୍ୟଟକଙ୍କ ଖୁସି ଏବଂ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯିବ ସହ ସବୁ ପ୍ରକାରର ସୁବିଧା ବୋଟରେ ଉପଲବ୍ଧ ରହିଛି ।https://thetopmost.in/perus-famous-ineradicable-rainbow-mountain/
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ