ଆଜିଠୁ ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ୍ । ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ହେବ ହାଇଭୋଲଟେଜ ମ୍ୟାଚ । ଇଂଲଣ୍ଡର ଓଭାଲରେ ଖେଳାଯିବ ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ୍ । ମ୍ୟାଚ ପାଇଁ ଉଭୟ ଟିମ ଜୋରଦାର ଅଭ୍ୟାସ କରିଛନ୍ତି । ଏଭଳି ଗୁରୁତ୍ବପୂର୍ଣ୍ଣ ମୁକାବିଲା ପୂର୍ବରୁ ଜୋଶ୍ ହେଜେଲଉଡ୍ ଦଳରୁ ବାଦ୍ ପଡିବା ଅଷ୍ଟ୍ରେଲିଆକୁ ବଡ ଝଟକା ଦେଇଛି । ତାଙ୍କ ସ୍ଥାନରେ ଦଳରେ ମାଇକେଲ୍ ନେସରଙ୍କୁ ସାମିଲ କରାଯାଇଛି । ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଦୃଢ଼ ମନୋବଳ ସହ ପଡିଆକୁ ଓହ୍ଲାଇବ । ଅଷ୍ଟ୍ରେଲିଆ ସହ ମୁକାବିଲାରେ ଭାରତ କମ୍ବିନେସନ କଣ ହେବ ତା ଉପରେ ସମସ୍ତଙ୍କ ନଜର ରହିଛି ।
“The eyes believe themselves, the ears believe other people.”
More Stories
ଛାନିଆ ହେଲେଣି ପାକିସ୍ତାନୀ ଖେଳାଳୀ, ଭାରତ ଆସିବାକୁ ମନା କଲେ ନଦୀମ
ଶ୍ରଦ୍ଧାଞ୍ଜଳି ଦେଲେ କ୍ରିକେଟର୍
କ୍ରିକେଟର୍ ହେବାକୁ ହେଲେ କରିବାକୁ ପଡିବ ତ୍ୟାଗ