ଭୁବନେଶ୍ୱର ଠାରେ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ଜି-୨୦ର ତୃତୀୟ ୱାର୍କିଂ କମିଟି ବୈଠକ । ଆଜିଠାରୁ ୨୬ ତାରିଖ ଯାଏଁ ଶିକ୍ଷା କାର୍ଯ୍ୟକାରୀ ଗ୍ରୁପ୍ର ବୈଠକ ହେବ । ସିଏସଆଇଆର୍- ଆଇଏମଏମଟି ଠାରେ ହେବାକୁଥିବା ଜି-୨୦ ଭାରତ ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀକୁ ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ମିଳନୀର କଥାବସ୍ତୁ ‘ଭବିଷ୍ୟତ କାର୍ଯ୍ୟଶୈଳୀରେ ଆଧୁନିକ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ’ ରହିଛି । ଏଥିରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା, ଏଆଇ, ମେଟା ଭର୍ସ, ଅଟୋମେସନ, ମେସିନ୍ ଲର୍ଣ୍ଣିଂ ଆଦି ଉପରେ ଆଲୋଚନା ହେବ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ