The Topmost

“The eyes believe themselves, the ears believe other people.”

ଆଜିଠୁ ଯୁକ୍ତ ତିନି ନାମଲେଖା ଆବେଦନ

ଆଜିଠୁ ଯୁକ୍ତ ତିନିରେ ନାମଲେଖା ପାଇଁ ଆରମ୍ଭ ହେଉଛି ଆବେଦନ । ଜୁଲାଇ ୪ ତାରିଖ ଯାଏ ଚାଲିବ ଏହି ଆବେଦନ ପ୍ରକ୍ରିୟା । ଜୁଲାଇ ୧୪ରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଜୁଲାଇ ୨୭ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ଅଗଷ୍ଟ ୩ରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ସେହିପରି ଅଗଷ୍ଟ ୨୧ରେ ଚତୁର୍ଥ ପର୍ଯ୍ୟାୟ, ସେପ୍ଟେମ୍ବର ୧ରେ ପଞ୍ଚମ ଓ ସେପ୍ଟେମ୍ବର ୧୩ରେ ଷଷ୍ଠ ମେଧା ତାଲିକା ପ୍ରକାଶ ପାଇବ । ଏନେଇ ଉଚ୍ଚ ଶିକ୍ଷା ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ସାମ୍ସ ଓ୍ବେବସାଇଟରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ୨୦୨୨-୨୩ ଶିକ୍ଷାବର୍ଷରେ ୧ହଜାର ୨୩ଟି ଯୁକ୍ତତିନି କଲେଜର ୨ ଲକ୍ଷ ୫୫ ହଜାର ୯୧୬ ସିଟରେ ନାମଲେଖା ହୋଇଥିଲା । ଚଳିତବର୍ଷ ୧୦୪୨ କଲେଜର ୨ ଲକ୍ଷ ୭୦ହଜାର ୩୪୭ ସିଟରେ ନାମଲେଖା ହେବ । କଳା ବିଭାଗର