୨୬/୧୧ ଆତଙ୍କବାଦୀ ଆକ୍ରମଣକୁ ପୁରିଲା ୧୪ ବର୍ଷ । ଆଜିର ଦିନରେ ମୁମ୍ବାଇର ଛାତି ଥରାଇ ଦେଇଥିଲେ ୧୦ ଆତଙ୍କୀ । ସମୁଦ୍ର ପଥ ଦେଇ ପାକିସ୍ତାନରୁ ପଶି ଆସିଥିଲେ ଲସ୍କର-ଏ-ତୋଏବାର ୧୦ ସଦସ୍ୟ । ନଭେମ୍ବର ୨୬ରୁ ୨୯ ମଧ୍ୟରେ ମୁମ୍ବାଇର ୧୨ଟି ଜାଗାରେ ବମିଂ ଓ ଗୁଳିମାଡ଼ ହୋଇଥିଲା । ଶତ୍ରୁଦେଶର ଯୋଜନା ସମ୍ପର୍କରେ ସାମାନ୍ୟ ସୁରାକ ପାଇପାରି ନଥିଲା ଭାରତୀୟ ଗୁଇନ୍ଦା । ୪ ଦିନ ଧରି ଗୁଳିଗୋଳା ମାଡ, ବୋମା ବିସ୍ଫୋରଣରେ ଥରି ଉଠିଥିଲା ମାୟାନଗରୀ । ସାଉଥ ମୁମ୍ବାଇର ବିଭିନ୍ନ ସ୍ଥାନରେ ହମଲା ହୋଇଥିଲା । ବିସ୍ଫୋରଣର ମାଷ୍ଟର ମାଇଣ୍ଡ ୨୧ବର୍ଷୀୟ ପାକିସ୍ତାନୀ ଯୁବକ ଅଜମଲ ଅମୀର କସବଙ୍କୁ ଗିରଫ କରିଥିଲା ମୁମ୍ବାଇ ପୋଲିସ । ୨୧ ନଭେମ୍ବର ୨୦୧୨ରେ କସାବକୁ ୟେରଓ୍ବାଡା ସେଣ୍ଟ୍ରାଲ ଜେଲରେ ଫାଶି ଦିଆଯାଇଥିଲା ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ