ବିଧାନସଭା ଅଧିବେସନର ପଞ୍ଚମ ଦିନ । ଆଜି କାମଚଳା ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ୨୦୨୪-୨୫ ଆର୍ଥକ ବର୍ଷ ପାଇଁ ଉପସ୍ଥାପିତ ହେବ ୨ ଲକ୍ଷ ୬୦ ହଜାର କୋଟି ଟଙ୍କାର ବଜେଟ୍ । ଗତ ୩ ତାରିଖ ମନ୍ତ୍ରୀ ପରିଷଦ ବୈଠକରେ ମିଳିଥିଲା ଅନୁମୋଦନ । ସାଧାରଣ ନିର୍ବାଚନ ଆଗକୁ ଥିବାରୁ ବଜେଟ୍ ରେ ବଡ ଘୋଷଣା କରିପାରେ ବିଜେଡି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍