ଆଜି ଗରୁଡ଼ ଉତଥାପନ ଦ୍ୱାଦଶୀ । ଶ୍ରୀମନ୍ଦିରରେ ଆଜି ପଞ୍ଚକ ନୀତିର ଦ୍ୱିତୀୟ ଦିନ । ଏହି ଅବସରରେ ଆଜି ମହାପ୍ରଭୁଙ୍କ ସ୍ୱତନ୍ତ୍ର ବାଙ୍କଚୁଡ଼ ବା ବାମନ ବେଶ ଅନୁଷ୍ଠିତ ହେଉଛି । ଶ୍ରୀମନ୍ଦିରରେ ବ୍ରତଧାରୀଙ୍କ ଭିଡ଼ ଜମିଛି । ପଞ୍ଚକର ୫ ଦିନ ଯାକ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବେଶ କରାଯାଉଥିବା ବେଳେ ପ୍ରଥମ ଦିନରେ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୋଇଥିଲା । ପ୍ରତ୍ୟହ ଅବକାଶ ଓ ଭୋଗମଣ୍ଡପ ନୀତି ଶେଷ ହେବା ପରେ ସ୍ୱର୍ଣ୍ଣ ଅଳଙ୍କାରରେ ଶ୍ରୀଜୀଉଙ୍କୁ ସଜ୍ଜିତ କରାଯାଏ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା