ଶରଧାବାଲିରେ ରଥାରୁଢ ହୋଇ ଦର୍ଶନ ଦେଉଛନ୍ତି ମହାବାହୁ । ଆଜି ଚତୁର୍ଦ୍ଧା ମୂରତିଙ୍କର ହେବ ଆଡ଼ପ ମଣ୍ଡପ ବିଜେ ନୀତି । ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇ ସନ୍ଧ୍ୟା ଧୂପ ନୀତି ଶେଷ ପରେ ଆଡ଼ପ ମଣ୍ଡପ ବିଜେ ନୀତି ସମ୍ପାଦନ କରିବେ ସେବାୟତ । ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପକୁ ବିଜେ କରି ଜନ୍ମବେଦୀରେ ଲୀଳାଖେଳା କରିବେ ତିନି ଠାକୁର । ତେବେ ଗତକାଲି ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି ମହାପ୍ରଭୁଙ୍କ ରଥଯାତ୍ରା ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ