ଆଜି ଜ୍ଞାନବାପୀ ମାମଲାର ସୁପ୍ରିମ ଶୁଣାଣି । ଏନେଇ ସୁପ୍ରିମକୋର୍ଟ ଏକ ଖଣ୍ଡପୀଠ ଗଠନ କରିବେ । ମସଜିଦ ପରିସରରେ ଶିବଲିଙ୍ଗ ପୂଜିବା ସଂକ୍ରାନ୍ତ ଆବେଦନର ଶୁଣାଣି ହେବ । ଆବେଦନକାରୀଙ୍କ ଦ୍ବାରା ହୋଇଥିବା ୩ଟି ମୁଖ୍ୟ ଦାବି ଉପରେ କୋର୍ଟ ରାୟ ଦେଇପାରନ୍ତି । ଜ୍ୟୋର୍ତିଲିଙ୍ଗ ଭଗବାନ ବିଶ୍ବେଶ୍ବରଙ୍କୁ ତୁରନ୍ତ ପୂଜା ଆରମ୍ଭ କରିବା ପାଇଁ ଅନୁମତି ଦେବା, ସମଗ୍ର ଜ୍ଞାନବାପୀ ମସଜିଦ ପରିସରକୁ ହିନ୍ଦୁ ପକ୍ଷଙ୍କୁ ଦେବା ଏବଂ ମସଜିଦ ପରିସରରେ ମୁସଲିମଙ୍କ ପ୍ରବେଶ ନିଷିଦ୍ଧ ସଂକ୍ରାନ୍ତରେ ୩ଟି ଦାବି ହୋଇଥିଲା । ଏହି ୩ଟି ଦାବି ଉପରେ କୋର୍ଟ ଆଜି ରାୟ ଦେଇପାରନ୍ତି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍