ଆଜି ପବିତ୍ର ହେରାପଞ୍ଚମୀ । ଭାଇଭଉଣୀଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ଜଗନ୍ନାଥ ଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି । ତେଣୁ ମହାଲକ୍ଷ୍ମୀ ପ୍ରଭୁଙ୍କ ଦର୍ଶନ ଅଭିଳାଷରେ ଆଜି ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ତେବେ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନପାଇ ମହାଲକ୍ଷ୍ମୀ ରାଗରେ ନନ୍ଦିଘୋଷ ରଥ ଭାଙ୍ଗିବା ସହ ହେରାଗୌରୀ ସାହିହୋଇ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ। ଏହି ବିଶେଷ ନୀତି ଦର୍ଶନ ପାଇଁ ପ୍ରବଳ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା