ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବ କୋଭିଡ ବୈଠକ । ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ କେନ୍ଦ୍ର ସରକାର । କୋଭିଡ ସ୍ଥିତି ସମୀକ୍ଷା କରିବେ । କେରଳ ଓ କର୍ଣ୍ଣାଟକରେ ସଂକ୍ରମଣ ବଢିବା ପରେ ଗାଇଡଲାଇନ ଜାରି କରାଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ବୈଷୟିକ କମିଟି ଆଲୋଚନା କରିଛନ୍ତି । ଆବଶ୍ୟକ ପଡିଲେ, ରାଜ୍ୟ ଜାରି କରି ପାରେ ଗାଇଡଲାଇନ । ଏବେ ବି ସର୍ଭେଲାନ୍ସ ଜାରି ରହିଛି । ଯେଉଁ ମାନଙ୍କର ଥଣ୍ଡା କାଶ ଜ୍ଵର ଅଧିକ ଦିନ ରହୁଛି, ଯେପରି ଆଗରୁ କୋଭିଡ ଟେଷ୍ଟ କରାଯାଉଥିଲା ସେମିତି ଟେଷ୍ଟ କରାଯିବ । ଏବେ ଯାଏଁ ନୂଆ ଭାରିଏଣ୍ଟ ରାଜ୍ୟରେ ଚିହ୍ନଟ ହୋଇନାହିଁ । ଯଦି ଆସେ, ଜିନୋମ ସିକ୍ୱେନ୍ସ ପାଇଁ ପଠାଯିବ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ