କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ଆଜି ବାଜିବ ବିଗୁଲ । ଦିନ ସାଢେ ୧୧ଟାରେ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ତାରିଖ ଘୋଷଣା କରିବେ ଜାତୀୟ ନିର୍ବାଚନ କମିସନ । ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ଆସନ୍ତା ମେ ୨୪ ତାରିଖରେ କ୍ଷମତାରେ ଥିବା ବାସବରାଜ ବୋମାଇ ସରକାରଙ୍କ କାର୍ଯ୍ୟକାଳ ସରୁଛି । ଏହାପୂର୍ବରୁ ରାଜ୍ୟରେ ନିର୍ବାଚନ ହେବା ଜରୁରୀ, ତେଣୁ ୨୨୪ ଆସନରେ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିବେ ଇଲେକ୍ସନ କମିସନ ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ