ଅଧିବେଶନ ପୂର୍ବରୁ ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଦିନ ୧୦ଟା ୩୦ ମିନିଟରେ ବୈଠକ ବସିବ । ଶୀତ ଅଧିବେଶନରେ ଶାସକ ଦଳ କେଉଁ କେଉଁ ପ୍ରସଙ୍ଗ ଉଠାଇବ ସେନେଇ ବିଧାୟକମାନଙ୍କୁ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଗୃହରେ ବିରୋଧୀ ଯେଉଁ ପ୍ରସଙ୍ଗ ଉଠାଇବେ ତାହାକୁ ଆଲୋଚନା ମାଧ୍ୟମରେ ଗଠନମୂଳକ ଜବାବ ଦେବାପାଇଁ ରଣନୀତି ପ୍ରସ୍ତୁତ ହେବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍