ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଅତି ଭକ୍ତିର ସହ ପୂଜା ପାଳନ କରିଥାନ୍ତି । ପ୍ରତିବର୍ଷ ଶ୍ରୀ ପଞ୍ଚମୀରେ ମାଙ୍କର ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବା ସହିତ ବିଶେଷ ନୀତିକାନ୍ତି ରହିଥାଏ । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ । ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ । ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ । ଦୁଇବର୍ଷର କରୋନା କଟକଣା ପରେ ଏବର୍ଷ ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା