ଉଦ୍ଧବ ଠାକରେଙ୍କ ଇସ୍ତଫା ସହିତ ମହାରାଷ୍ଟ୍ରରେ ନୂତନ ସରକାର ଗଠନ ହେବାର ପଥ ପରିଷ୍କାର ହୋଇଛି । ବିଜେପି ନେତା ଦେବେନ୍ଦ୍ର ଫଡଣବିସ ଜୁଲାଇ ୧ରେ ମୁଖ୍ୟମନ୍ତ୍ରୀ ପଦରେ ଶପଥ ନେଇ ପାରନ୍ତି । ହେଲେ ଏହାକୁ ନେଇ ଏ ପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇ ନାହିଁ । ବୁଧବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏଥିସହ ସେ ବିଧାନ ପରିଷଦର ସଦସ୍ୟ ପଦ ମଧ୍ୟ ଛାଡିଛନ୍ତି । ସେପଟେ ଆଜି ପୂର୍ବାହ୍ନ ୧୧ଟାରେ ମହାରାଷ୍ଟ୍ର ବିଧାନସଭାରେ ହେବ ଆସ୍ଥା ଭୋଟ୍ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ