ଆଜି କେରଳରେ ମୌସୁମୀ ବାୟୁ ପହଂଚିବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏନେଇ ପାଣିପାଗ ବିଭାଗ ତରଫରୁ କେରଳରେ ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି । ପାଣିପାଗ ବିଭାଗର ସୂଚନା ମୁତାବକ ଏବେ ମୌସୁମୀ ବାୟୁ ଲାକ୍ଷାଦୀପ ଓ ଦକ୍ଷିଣ ଆରବ ସାଗର ମଧ୍ୟଦେଇ ଆଗକୁ ବଢୁଛି । ପାଣିପାଗ ବିଭାଗର ସୂଚନା ମୁତାବକ ରାଜସ୍ଥାନ, ଛତିଶଗଡ, ଓଡିଶା, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ସହ କେରଳ, ମାହେ, କୋଙ୍କଣ, ଗୋଆ, ମଧ୍ୟ ମହାରାଷ୍ଟ୍ର, ଆନ୍ଧ୍ୟପଦୋଶ ତେଲେଙ୍ଗାନା ଓ କର୍ଣ୍ଣାଟକରେ ପ୍ରବଳ ବେଗରେ ପବନ ବୋହିବା ସହ ସ୍ଥାନେ ସ୍ଥାନେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ