ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ । ଏହି ଦିନକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି । ଆଜି ସାରା ଦେଶରେ ରନ୍ ଫର ୟୁନିଟି କାର୍ଯ୍ୟକ୍ରମ ଆୟୋଜିତ ହେବ । ଗୁଜରାଟ କେୱଡିଆରେ ଥିବା ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏବଂ ଏହା ପରେ ଏକତା ଦିବସ ପରେଡ୍ ଶୁଭାରମ୍ଭ ହୋଇଥିଲା । ଦେଶର ସମସ୍ତ ଜିଲ୍ଲାର ୭୫ ହଜାର ସ୍ଥାନରେ ରନ୍ ଫର ୟୁନିଟି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ