ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ ହକି ଷ୍ଟାର ବୀରେନ୍ଦ୍ର ଲାକ୍ରାଙ୍କୁ କ୍ଲିନଚିଟ୍ ଦେଇଛି କମିଶନରେଟ ପୋଲିସ୍ । ଏହା ସହ ଆନନ୍ଦଙ୍କ ମୃତ୍ୟୁ ଆତ୍ମହତ୍ୟା ଜନିତ ବୋଲି କହିଛି ପୁଲିସ୍। ତଦନ୍ତ ବେଳେ ମିଳିଥିବା ସମସ୍ତ ପ୍ରମାଣ ସହିତ ଶବ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ଆଧାରରେ ଏହାକୁ ଆତ୍ମହତ୍ୟା କହିଛି ପୋଲିସ୍ । ଆନନ୍ଦ ଟପ୍ପୋ ବେକରେ ଫାଶୀ ଦେଇ ଝୁଲିପଡ଼ିଥିଲେ ବୋଲି ପୋଲିସ୍ କହିଛି । ଏହି ମାମଲାରେ ଆଜି ପୋଲିସ୍ ପକ୍ଷରୁ କୋର୍ଟରେ ଫାଇନାଲ ରିପୋର୍ଟ ଦାଖଲ କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା