ଆନ୍ତର୍ଜାତିକ ଯାତ୍ରୀଙ୍କ ଲାଗି ବଦଳିଲା ନିୟମ । ଏଣିକି ଆବଶ୍ୟକ ନାହିଁ ଏୟାର ସୁବିଧା ଫର୍ମ ପୂରଣ । ଏହି ବ୍ୟବସ୍ଥାକୁ ହଟାଇଛନ୍ତି କେନ୍ଦ୍ର ସରକାର । ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ଫର୍ମ ପୂରଣ ଏହି ବ୍ୟବସ୍ଥାରେ ଥିଲା ବାଧ୍ୟତାମୂଳକ । କୋଭିଡ ସଂକ୍ରମଣ ପରଠାରୁ ବଳବତ୍ତର ଥିଲା ନିୟମ । ଭାରତ ଆସିବାକୁ ଥିବା ଯାତ୍ରୀମାନେ କୋଭିଡ ଟିକାକରଣ ନେଇ ଏକ ଆତ୍ମଘୋଷିତ ଫର୍ମ ପୂରଣ ଲାଗି ବ୍ୟବସ୍ଥା ଥିଲା । ବର୍ତ୍ତମାନ ଠାରୁ ଏହି ନିୟମକୁ ହଟାଇ ଦିଆଯାଇଛି । ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ