ବିଦେଶରେ ଓଡ଼ିଶାର ରୂପାନ୍ତରଣ ବଖାଣୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ରୋମରେ ଓ୍ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ରାଜ୍ୟର ପାରଦର୍ଶିତା ଦେଖିଥିଲା ସାରା ବିଶ୍ୱ । ଏଣିକି ଆନ୍ତର୍ଜାତୀୟ ସ୍ତରରେ ଅନ୍ୟ ରାଷ୍ଟ୍ର ଓ ରାଜ୍ୟକୁ ଓଡ଼ିଶା ଶିଖାଇବ ରଣକୌଶଳ । ଏଥିପାଇଁ ଓ୍ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମ ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ହେବ ପ୍ରଶିକ୍ଷଣ ଶିବିର । ସେପଟେ ଆସନ୍ତାକାଲି ଦୁବାଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୯ ତାରିଖରେ ମଧ୍ୟପ୍ରାଚ୍ୟର ପୁଞ୍ଜିପତିଙ୍କ ସହ ଶିଳ୍ପାୟନ ପାଇଁ ରାଜ୍ୟରେ ଥିବା ଅପାର ସୁଯୋଗ ଓ ସମ୍ଭାବନା ବାବଦରେ ଆଲୋଚନା କରିବେ ନବୀନ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା