ମତଦାନ ପାଇଁ ସଜବାଜ ହେଉଛନ୍ତି ଧାମନଗରବାସୀ । ଆସନ୍ତାକାଲି ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ । ମୋଟ ୨ଲକ୍ଷ ୪୦ ହଜାର ୯୨ଜଣ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ସେମାନଙ୍କ ମଧ୍ୟରେ ୧ ଲକ୍ଷ ୧୬ ହଜାର ୫୭୯ ମହିଳା ଓ ୧ଲକ୍ଷ ୨୪ ହଜାର ୯୨ଜଣ ପୁରୁଷ ଅଛନ୍ତି । ଧାମନଗର ନିର୍ବାଚନମଣ୍ଡଳୀର ୨୫୨ଟି ବୁଥ ମଧ୍ୟରୁ ୬୦ଟି ଉତ୍ତେଜନାପ୍ରବଣ ଓ ୫୦ଟି ଅତି ଉତ୍ତେଜନାପ୍ରବଣ ଭାବେ ଚିହ୍ନଟ ହୋଇଛି । କେବଳ ମହିଳାଙ୍କ ପାଇଁ ୫ଟି ବୁଥକୁ ପିଙ୍କ ବୁଥ ଭାବେ ଚିହ୍ନଟ କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା