ଘୂର୍ଣ୍ଣିବଳୟ ଶକ୍ତ କରୁଥିବାରୁ ରାଜ୍ୟରେ ଜାରି ରହିଛି ବର୍ଷା । ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି । ତେବେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ । ଆଜି ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଢେଙ୍କାନାଳ ଆଦି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍