ବାଂଲାଦେଶ ପରେ ଆସାମରେ ତାଣ୍ଡବ ରଚୁଛି ବାତ୍ୟା ସିତ୍ରାଙ୍ଗ । ପ୍ରବଳ ବର୍ଷା ଯୋଗୁଁ ୮୦ରୁ ଅଧିକ ଗାଁ ପ୍ରଭାବିତ ହୋଇଛି । ଘର ଓ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ପଡ଼ିଥିବାରୁ ହଇରାଣ ହେଉଛନ୍ତି ଲୋକେ । ପ୍ରବଳ ବର୍ଷା ପବନ ଯୋଗୁଁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ପାଣିପାଗ ବିଭାଗ ୪ ଉତ୍ତର ପୂର୍ବ ରାଜ୍ୟ ପାଇଁ ରେଡ଼ ଆଲର୍ଟ ଜାରି କରିଛି । ଉଦ୍ଧାରକାରୀ ଟିମ୍ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାଣିପାଗ ବିଭାଗ ସୂଚନା ମୁତାବକ ଝାଡଖଣ୍ଡ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ ଓ କେରଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
“The eyes believe themselves, the ears believe other people.”
More Stories
ଅଂଶୁଘାତରୁ ବଞ୍ଚିବେ କିପରି ଜାଣନ୍ତୁ ପୁରା ତଥ୍ୟ
ଭାରତ ଯୋଡୋ ଯାତ୍ରା ପରେ ଭାରତ ବଦନାମ ଯାତ୍ରା- ବିଜେପି
ଆପଣଙ୍କ ବାଡିରେ ଅଛି ଦୁନିଆର ସବୁଠୁ ମହଙ୍ଗା ଔଷଧ