ଇଡି ଅଫିସରେ ହାଜର ହେଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଅବୈଧ ଖଣି ଖନନ ମାମଲାରେ ସୋରେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ କରିଥିଲା । ଇଡିରେ ହାଜର ହେବା ପୂର୍ବରୁ ସୋରେନ ସମର୍ଥକଙ୍କୁ ସମ୍ବୋଧିତ କରିଥିଲେ । ମାଇନିଂ ମାମଲାରେ ତାଙ୍କୁ ଫସାଯାଉଥିବା ସୋରେନ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ‘‘ମୁଁ ରାଜ୍ୟର ମୁଖ୍ୟମନ୍ତ୍ରୀ । ଏକ ସାମ୍ବିଧାନିକ ପଦବୀରେ ଅଛି । କିନ୍ତୁ ଯେଉଁଭଳି ଭାବେ ମୋତେ ସମନ କରାଯାଇଛି ଲାଗୁଛି ମୁଁ ଦେଶ ଛାଡି ଫେରାର ହୋଇଯିବି’’। ବିଜେପି ଇଙ୍ଗିତରେ କେନ୍ଦ୍ରୀୟ ଏଜେନ୍ସି ବିରୋଧୀଙ୍କୁ ଟାର୍ଗେଟ କରୁଛି ବୋଲି ସେ କହିଛନ୍ତି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ