କଂଗ୍ରେସ ସାଂସଦଙ୍କ ଠାରୁ ଏତେ ପରିମାଣରେ ଟଙ୍କା ଜବତ ହେବା ଘଟଣାକୁ ନେଇ ଇଣ୍ଡିଆ ମେଣ୍ଟକୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଶାହା କହିଛନ୍ତି, ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ଜଣେ ସାଂସଦଙ୍କ ଘରୁ ଏତେ ପରିମାଣର ଟଙ୍କା ଜବତ କରାଯାଇଛି । କଂଗ୍ରେସ ଘଟଣାକୁ ନେଇ ଚୁପ୍ ରହିବା ସ୍ୱାଭବିକ କିନ୍ତୁ ଇଣ୍ଡିଆ ମେଣ୍ଟରେ ଥିବା ଅନ୍ୟ ଦଳମାନେ କାହିଁକି ଚୁପ୍ ରହିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଶାହା । ତଦନ୍ତକାରୀ ସଂସ୍ଥା ଚଢାଉ ନେଇ ବିରୋଧୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ କରୁଥିଲେ । ତଦନ୍ତକାରୀ ସଂସ୍ଥାର ଅପବ୍ୟବହାର ହେଉଥିବା କହୁଥିଲେ । କାରଣ ସେମାନେ ଭୟଭୀତ ଥିଲେ ବୋଲି କହିଛନ୍ତିି ଗୃହମନ୍ତ୍ରୀ ।
“The eyes believe themselves, the ears believe other people.”
More Stories
କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ, ଲାଗିଛି ବ୍ୟାପକ ପ୍ରସ୍ତୁତି
କଥା ରଖିଲେ ମୋହନ, ଶ୍ରୀମନ୍ଦିରକୁ 500 କୋଟିର କର୍ପସ ପାଣ୍ଠି ମଞ୍ଜୁର
ସବୁଠୁ ବଡ ସମସ୍ୟା ମହିଳାଙ୍କ ସୁରକ୍ଷା- ସୁପ୍ରିୟା ଶ୍ରୀନେତ