ଆଜି ସରିବ ପ୍ରଚାର । ସନ୍ଧ୍ୟା ୫ଟା ଯାଏଁ କମ୍ପିବ ପଦମପୁର । ଜନସମର୍ଥନ ହାସଲ ପାଇଁ ଉଦ୍ୟମ କରିବେ ସବୁ ଦଳ । ଶେଷ ଦିନରେ ଜୋରଦାର ପ୍ରଚାର କରିବେ ୩ ପ୍ରମୁଖ ରାଜନୈତିକ ଦଳ । ଭୋଟ ହାତେଇବାକୁ ଜୋରଦାର କସରତ କରୁଛନ୍ତି ପ୍ରାର୍ଥୀ । ଶେଷ ଦିନରେ ଜନସମର୍ଥନ ହାସଲ ପାଇଁ ସବୁ ଦଳର ଉଦ୍ୟମ । ଗାଁକୁ ଗାଁ ବୁଲି ମାଗୁଛନ୍ତି ଭୋଟ । ଗତକାଲି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ କରିଥିଲେ ପ୍ରଚାର । ନବୀନଙ୍କ କ୍ୟାମ୍ପେନ ପରେ ଆହୁରି ଉତ୍ସାହିତ ହୋଇପଡ଼ିଛି ବିଜେଡି ଶିବିର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା