ଉଷୁମ ପାଣିରେ ଲେମ୍ବୁ ମିଶାଇ ପିଇବା ଦ୍ବାରା ଶରୀରର ଅତିରିକ୍ତ ଚର୍ବି କମ୍ ହୋଇଥାଏ ବୋଲି ଆମେ ସମେସ୍ତ ଜାଣନ୍ତି। ମାତ୍ର ଚର୍ବି ଖସାଇବାର ଏହା ଏକମାତ୍ର ଉପାୟ ନୁହେଁ। ଆହୁରି ବି ଅନେକ ଉପାୟ ରହିଛି।
: ହଳଦୀ ମସ୍ତିଷ୍କ ପାଇଁ ଲାଭଦାୟକ ହୋଇଥାଏ । ଯଦି ସକାଳୁ ଉଠି ଆପଣମାନେ ହଳଦୀ, ଲେମ୍ବୁ ଏବଂ ମହୁକୁ ଉଷୁମ ପାଣିରେ ମିଶାଇ ପିଉଛନ୍ତି, ତେବେ ଅପଣଙ୍କ ମସ୍ତିଷ୍କ ଶାନ୍ତ ଏବଂ ସକ୍ରିୟ ହୋଇ ଯାଇଥାଏ । ଯଦି ଆପଣଙ୍କର ସ୍ମରଣ ଶକ୍ତି ହ୍ରାସ ସମସ୍ୟା ରହିଛି, ତେବେ ଏହି ମିଶ୍ରଣକୁ ପିଇବା ଆରମ୍ଭ କରନ୍ତୁ ।
: ଏହି ମିଶ୍ରଣକୁ ପିଇବା ଦ୍ୱାରା ଯକୃତ ସୁସ୍ଥ ମଧ୍ୟ ରହିଥାଏ ।
: ନିୟମିତ ଭାବରେ ଏହି ମିଶ୍ରଣକୁ ସେବନ କରିବା ଦ୍ୱାରା ପେଟଜନିତ ସମସ୍ୟା ଦୂର ହେବା ସହ ପାଚନକ୍ରିୟା ସୁସ୍ଥ ରହିଥାଏ।
: ହଳଦୀରେ କର୍କ୍ୟୁରିନ୍ ନାମକ କେମିକାଲ ରହିଥାଏ, ଯାହା କର୍କଟ ରୋଗ ସୃଷ୍ଟିକାରୀ କୋଷିକାଗୁଡ଼ିକ ସହ ଲଢ଼ିଥାଏ ।
More Stories
ଚୈତ୍ର ମାସରେ ଭଗବାନ ବିଷ୍ଣୁ ନେଇଥିଲେ ଏହି ଅବତାର
କାକଟପୁର ମା ମଙ୍ଗଳାଙ୍କ ନୀତି
ବର୍ଷା ହେବ ଧନ, ଏମିତି କରନ୍ତୁ କୁମାରୀ ପୂଜା