() ଓଡ଼ିଶାରେ ଧିରେଧରେ ସକ୍ରିୟ ହେଉଛି ମୌସୁମୀ । ଏବେସୁଦ୍ଧା ୬ ଜିଲ୍ଲାକୁ ମୌସୁମୀ ଛୁଇଁସାରି ଥିବାବେଳେ ଆଜି ରାଜ୍ୟର ଆଉ କିଛି ଜିଲ୍ଲାକୁ ଛୁଇଁବ । ଆସନ୍ତା ୨ ଦିନ ମଧ୍ୟରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାକୁ ମୌସୁମୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଅନ୍ୟପଟେ ଆସନ୍ତା ୨୪ ତାରିଖ ବେଳକୁ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗରେ ବର୍ଷାର ପରିମାଣ ବଢ଼ିବ ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ