ରାଜ୍ୟରେ ଚୀନ ଭାରିଆଣ୍ଟ ଚିହ୍ନଟ । ଏହା ପରେ ସ୍ୱାସ୍ଥ୍ୟ ବିଭାଗର ତତ୍ପରତା ପ୍ରକାଶ ପାଇଛି । ସମସ୍ତେ ମାସ୍କ ପିନ୍ଧିବାକୁ ଅପିଲ କରିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ବିଶେଷକରି ଜନଗହଳିପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଗୁରୁତ୍ୱ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ଏହାକୁ ନେଇ ଶୁକ୍ରବାର ବସିବ ଗୁରୁତ୍ୱପୂର୍ଣ ବୈଠକ । ବର୍ତ୍ତମାନର ସ୍ଥିତିକୁ ନେଇ ଆବଶ୍ୟକୀୟ ପଦକ୍ଷେପ କ’ଣ ନିଆଯିବ ତାହା ଉପରେ ବୈଠକ ହେବ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍