ଭୁବନେଶ୍ୱର ବିମାନବନ୍ଦରରେ ରହିବ ବିଜୁବାବୁଙ୍କ ଡାକୋଟା ବିମାନ । ବିମାନ ବନ୍ଦରର ୧.୧ ଏକର ଜମିରେ ବିଜୁବାବୁଙ୍କ ଏହି ଡାକୋଟା ବିମାନ ରହିବ । ଡାକୋଟାର ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ ପାଇଁ ମଧ୍ୟ ମିଳିଲା ଅନୁମତି । ଭାରତୀୟ ବିମାନ ପ୍ରାଧିକରଣ ଏହି ଅନୁମତି ପ୍ରଦାନ କରିଛି । ତେବେ ଏହି ଡାକୋଟାର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ ରାଜ୍ୟ ସରକାର କରିବେ । ଏହାସହ ବ୍ୟବସାୟିକ କାର୍ଯ୍ୟକଳାପ କରିପାରିବେନି ରାଜ୍ୟ ସରକାର । ଏବଂ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍