କଂଗ୍ରେସ ଦଳର ନୂତନ ସଭାପତି ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି । ଅକ୍ଟୋବର ୧୭ରେ ଦଳର ନୂତନ ସଭାପତି ପଦ ପାଇଁ ମତଦାନ ଅନୁଷ୍ଠିତ ହେବ । ଏହା ସହ ଅକ୍ଟୋବର ୧୯ରେ ଭୋଟ ଗଣନା ହେବ । ଆଜି କଂଗ୍ରେସ କାର୍ଯ୍ୟକାରିଣୀ କମିଟି ବା ସିଡବ୍ଲ୍ୟୁସିର ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପ୍ରିୟଙ୍କା ଗାନ୍ଧୀ ଓ ଦଳର ସାଂସଦ ରାହୁଲ ଗାନ୍ଧୀ ଯୋଗ ଦେଇଥିଲେ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ