ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜନ୍ମବାର୍ଷିକୀ ଉପଲକ୍ଷେ ପାଳନ ହେବ ଆଇକନିକ୍ ସପ୍ତାହ । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ବରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ୧୭ରୁ ୨୩ ଜାନୁଆରି ୨୦୨୩ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ଆଇକନିକ ସପ୍ତାହ ପାଳନ କରାଯାଉଛି । ଜାନୁଆରି ୨୦ ତାରିଖରେ ନେତାଜୀଙ୍କ ଜନ୍ମସ୍ଥାନ ଐତିହାସିକ କଟକ ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ । ସିଆରପିଏଫ, ଆଇଟିବିପି ଏବଂ ରାଜ୍ୟ ସରକାରଙ୍କ ମିଳିତ ଆନୁକୁଲ୍ୟରେ ନେତାଜୀଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକାଧିକ କାର୍ଯ୍ୟକ୍ରମ ଆୟୋଜନ ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି