ଦେଶରେ ଉପରମୁହାଁ କରୋନା ଗ୍ରାଫ । କେରଳ, କର୍ଣ୍ଣାଟକ ପାଲଟିଲାଣି ହଟସ୍ପଟ । କର୍ଣ୍ଣାଟକରେ ଜେଏନ.୧ ଭାରିଆଣ୍ଟ ସଂକ୍ରମଣ ବଢୁଛି । ରାଜ୍ୟରେ ୩୪ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ କେବଳ ବେଙ୍ଗାଳୁରୁରୁ ଚିହ୍ନଟ ହୋଇଛନ୍ତି ୨୦ । ସେପଟେ ସ୍ଥିତିର ମୁକାବିଲା ଲାଗି ଆଜି ବସିବ କର୍ଣ୍ଣାଟକ ରାଜ୍ୟ କ୍ୟାବିନେଟର ସବକମିଟି ବୈଠକ । ଗତକାଲି ସୁଦ୍ଧା ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଥିଲା ୪ ହଜାର ୫୪ । ସେପଟେ କୋଭିଡ ଲହର କାଳରେ ଭୟଙ୍କର ସଙ୍କଟର ସମ୍ମୁଖୀନ ହୋଇଥିବା ଦିଲ୍ଲୀରେ ପୁଣି କାୟା ମେଲାଉଛି ଭାଇରସ । ଏପରିକି ଦୈନିକ ୩ରୁ ୪ଜଣ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ମହାରଷ୍ଟ୍ର, ଗୋଆ, କେରଳ, ତାମିଲନାଦୁ ଓ ତେଲଙ୍ଗାନାରେ ବି ଦୈନିକ ସଂକ୍ରମଣ ବଢୁଛି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ