କଳାହାଣ୍ଡି ଥୁଆମୂଳ ରାମପୁର ବ୍ଲକ୍ରୁ ୨ ନକଲି ମାଓବାଦୀ ଗିରଫ । ଏମାନେ ବିଭିନ୍ନ ବ୍ୟବସାୟୀ ତଥା ଠିକାଦାରମାନଙ୍କୁ ମାଓବାଦୀ ନାଁରେ ଟଙ୍କା ମାଗୁଥିବା ଅଭିଯୋଗ ହୋଇଥିଲା । ଫଳରେ ୨ ଜଣଙ୍କୁ ଗିରଫ କରାଯାଇଥିବା ନେଇ କଳାହାଣ୍ଡି ଏସପି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସଂପୃକ୍ତ ଦୁଇ ଜଣ ବିଭିନ୍ନ ଲୋକଙ୍କଠାରୁ ପ୍ରାୟ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କା ନେଇଥିବା ସୂଚନା । ଦୁହିଁଙ୍କ ନାଁରେ ବିଭିନ୍ନ ଥାନାରେ ପ୍ରାୟ ୫ଟିରୁ ଅଧିକ କେସ୍ ରହିଛି । ତାଙ୍କ ନିକଟରରୁ ୩ଟି ମୋବାଇଲ ଫୋନ୍, ୧ ଲକ୍ଷ ନଗଦ ଟଙ୍କା, ଗୋଟିଏ ବାଇକ୍ ଏବଂ ଗୋଟିଏ ଅର୍ଦ୍ଧନିର୍ମିତ ଘର ଜବତ ହୋଇଛ
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍